ARTICLE AD BOX
Noida On Alert: Section 163 Imposed For 13 Days | Strict Rules For Festivals & Exam | Argus News ନୋଏଡା ଏବଂ ଗ୍ରେଟର ନୋଏଡାବାସୀଙ୍କ ପାଇଁ ଜାରି ହେଲା କଡ଼ା ନିର୍ଦ୍ଦେଶାବଳୀ! ଆଗାମୀ ପର୍ବପର୍ବାଣି ଯଥା ରକ୍ଷାବନ୍ଧନ, ଜନ୍ମାଷ୍ଟମୀ ଏବଂ NEET PG ପରୀକ୍ଷାକୁ ଦୃଷ୍ଟିରେ ରଖି ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୪ ପର୍ଯ୍ୟନ୍ତ ଧାରା ୧୬୩ ଲାଗୁ କରାଯାଇଛି। ସାର୍ବଜନୀନ ସ୍ଥାନରେ ୫ରୁ ଅଧିକ ଲୋକ ଏକାଠି ହେବା ଏବଂ ବିନା ଅନୁମତିରେ ଶୋଭାଯାତ୍ରା ଉପରେ କଟକଣା ଲଗାଯାଇଛି। ଏପରିକି ରାତି ୧୦ଟାରୁ ସକାଳ ୬ଟା ଯାଏଁ ଲାଉଡସ୍ପିକର ବଜାଇବା ଉପରେ ମଧ୍ୟ ରୋକ୍ ଲଗାଇଛି ପ୍ରଶାସନ। #NoidaNews #GreaterNoida #Section163 #PoliceCurfew #RakshaBandhan2026 #Janmashtami2026 #NEETPG2026 #LawAndOrder #GautamBuddhNagarPolice #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
2


