ARTICLE AD BOX
୨୦୨୬ ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ। ଚଳିତ ମୌସୁମୀ ଅଧିବେଶନରେ ମୋଟ ୯ଟି କାର୍ଯ୍ୟଦିବସ ରହିବ। ଏହି ସମୟ ମଧ୍ୟରେ ବିଭିନ୍ନ ବିଲ୍ ଓ ଗୁରୁତ୍ୱପୂର୍ଣ୍ଣ...
Photograph: (Wikipedia)ଭୁବନେଶ୍ବର: ୨୦୨୬ ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ। ଚଳିତ ମୌସୁମୀ ଅଧିବେଶନରେ ମୋଟ ୯ଟି କାର୍ଯ୍ୟଦିବସ ରହିବ। ଏହି ସମୟ ମଧ୍ୟରେ ବିଭିନ୍ନ ବିଲ୍ ଓ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

56 minutes ago
1


