ARTICLE AD BOX
ବରିଷ୍ଠ ପୁଲିସ ଅଧିକାରୀ ବିନୟତୋଷ ମିଶ୍ରଙ୍କୁ ନୂଆ ନିଯିକ୍ତି ମିଳିଛି। ୧୯୯୩ ବ୍ୟାଚ୍ର ଆଇପିଏସ୍ ଶ୍ରୀ ମିଶ୍ରଙ୍କୁ ଅନ୍ତରୀଣ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ହେବେ। ଶ୍ରୀ ମିଶ୍ର ଏବେ କ୍ରାଇମବ୍ରାଞ୍ଚ ଡିଜି ଅଛନ୍ତି।
/sambad/media/media_files/2026/08/14/binayatosh-mishra-2026-08-14-19-12-41.jpg)
ଭୁବନେଶ୍ବର: ବରିଷ୍ଠ ପୁଲିସ ଅଧିକାରୀ ବିନୟତୋଷ ମିଶ୍ରଙ୍କୁ ନୂଆ ନିଯିକ୍ତି ମିଳିଛି। ୧୯୯୩ ବ୍ୟାଚ୍ର ଆଇପିଏସ୍ ଶ୍ରୀ ମିଶ୍ରଙ୍କୁ ଅନ୍ତରୀଣ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ହେବେ। ଶ୍ରୀ ମିଶ୍ର ଏବେ କ୍ରାଇମବ୍ରାଞ୍ଚ ଡିଜି ଅଛନ୍ତି।
ସୂଚନାଯୋଗ୍ୟ, ବିନୟତୋଷ ମିଶ୍ର ହେଉଛନ୍ତି ଜଣେ ଦକ୍ଷ ପୁଲିସ ଅଧିକାରୀ। ସେ ରାଜ୍ୟଙ୍କ ଗୁରୁତ୍ବପୂର୍ଣ୍ଣ ପଦବିରେ ଅବସ୍ଥାପିତ ହୋଇ ନିଜର ଦକ୍ଷତା ଦେଖାଇଛନ୍ତି। ଅତୀତରେ ରାଜ୍ୟ ସରକାର ଶ୍ରୀ ମିଶ୍ରଙ୍କୁ ଅଗ୍ନିଶମ ସେବା, ହୋମଗାର୍ଡ ଏବଂ ସିଭିଲ ଡିଫେନ୍ସର ଡିଜି ଭାବେ ଅତିରିକ୍ତ ଦାୟିତ୍ବ ଦେଇଥିଲେ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

21 hours ago
4


