ARTICLE AD BOX
Odisha Flood Damage | Revenue Minister Shares Impact Report Of 24 Affected Districts | Argus News ଓଡ଼ିଶାରେ ବନ୍ୟା ପରିସ୍ଥିତି ଏବଂ କ୍ଷୟକ୍ଷତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ଗତ ୧୫ ଦିନ ମଧ୍ୟରେ ୨୪ଟି ଜିଲ୍ଲା ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ପ୍ରାୟ ୧୩ ଲକ୍ଷ ୭୧ ହଜାର ଲୋକ ଏବଂ ୭୯ ହଜାର ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଥିବା ଆକଳନ କରାଯାଇଛି। ସରକାରଙ୍କ ପକ୍ଷରୁ ପ୍ରଭାବିତ ଜିଲ୍ଲାଗୁଡ଼ିକୁ ସହାୟତା ରାଶି ପ୍ରଦାନ କରାଯିବା ସହ ଚାଷୀଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ବ୍ୟବସ୍ଥା କରାଯାଉଛି। କେହି ବି ସହାୟତାରୁ ବଞ୍ଚିତ ହେବେ ନାହିଁ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। #OdishaFloods #FloodUpdate #RevenueMinister #OdishaNews #ReliefAndRescue #FarmersSupport #OdishaAgriculture #DisasterManagement #FloodDamage #OdishaGovernment #CropLoss #ReliefFund #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

4 hours ago
1


