ARTICLE AD BOX
Odisha Flood Threat: River Embankment Breaches In Jajpur, Low Pressure On Aug 13 | Argus News Although the water levels of the Baitarani and Salandi rivers have started receding in Bhadrak, the distress of villagers continues to escalate due to severe embankment breaches. A major breach occurred in the Kani River at Dhababil-Patana under Dasharathpur block in Jajpur, submerging vast areas, while floodwater flows heavily over two key bridges in Bhadrak and Tihidi. To worsen the situation, the Meteorological Department warned of a fresh low-pressure system forming over the Bay of Bengal around August 13, which is likely to bring heavy rainfall across Odisha. Watch the detailed flood situation coverage on Argus News. ଭଦ୍ରକ ଜିଲ୍ଲାରେ ବୈତରଣୀ ଓ ସାଳନ୍ଦୀ ନଦୀର ଜଳସ୍ତର ହ୍ରାସ ପାଇଥିଲେ ବି ଘାଇ ସୃଷ୍ଟି ହେବା ଯୋଗୁଁ ଲୋକଙ୍କ ଦୁର୍ଦ୍ଦଶା ବୃଦ୍ଧି ପାଇବାରେ ଲାଗିଛି। ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକର ଡୋଭାବିଲ-ପାଟଣାଠାରେ କାଣୀ ନଦୀରେ ବଡ଼ ଘାଇ ସୃଷ୍ଟି ହୋଇଥିବା ବେଳେ ଭଦ୍ରକ ଓ ତିହିଡ଼ିର ଦୁଇଟି ପ୍ରମୁଖ ବ୍ରିଜ୍ ଉପରେ ବନ୍ୟା ପାଣି ପ୍ରବାହିତ ହେଉଛି। ଏପଟେ ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଥିବାରୁ ପୁଣି ପ୍ରବଳ ବର୍ଷା ଓ ବନ୍ୟା ସ୍ଥିତି ସୃଷ୍ଟି ହେବା ନେଇ ଆଶଙ୍କା ବଢ଼ିଯାଇଛି। #BhadrakFlood #JajpurFlood #BaitaraniRiver #KaniRiver #RiverEmbankmentBreach #Tihidi #Dasharathpur #OdishaRain #LowPressureArea #BayOfBengal #OdishaFloodNews #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 day ago
2


