ARTICLE AD BOX
Odisha Flood Update: 72-Hour Deadline for Damage Assessment | 23 Districts Affected | Argus News ରାଜ୍ୟରେ ବନ୍ୟା ସ୍ଥିତିରେ ସୁଧାର ଆସୁଥିବା ବେଳେ ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ ପ୍ରକ୍ରିୟା ଜୋରଦାର ହୋଇଛି। ୨୩ଟି ପ୍ରଭାବିତ ଜିଲ୍ଲାରେ କୃଷି ଓ ରାଜସ୍ୱ ବିଭାଗ ପକ୍ଷରୁ ମିଳିତ ଭାବେ ତଦନ୍ତ ଆରମ୍ଭ ହୋଇଛି। ପାଣି ଛାଡ଼ିବାର ୭୨ ଘଣ୍ଟା ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଘରଭଙ୍ଗା, ଫସଲ ହାନି ସହ ଅଙ୍ଗନବାଡ଼ି ଓ ସ୍କୁଲର କ୍ଷତି ରିପୋର୍ଟ ମଧ୍ୟ ମଗାଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଜଳ ବିଶୋଧନ ଓ ସ୍ୱାସ୍ଥ୍ୟ ସେବାକୁ ଗୁରୁତ୍ୱ ଦିଆଯାଉଥିବା ବେଳେ ମନ୍ତ୍ରୀମାନେ ନିଜେ ସ୍ଥିତି ଅନୁଧ୍ୟାନ କରିବେ। The flood situation in Odisha is gradually improving, and the state government has initiated a massive damage assessment exercise across 23 affected districts. Collectors have been directed to submit reports on crop loss, house damage, and infrastructure destruction within 72 hours of floodwaters receding. Special focus is being given to restoring Anganwadi centers and schools, with dedicated funds allocated for the purpose. Additionally, health and sanitation measures, including the disinfection of water sources and ensuring the availability of anti-venom, are being prioritized. Watch the full report on the government's action plan for post-flood recovery and ministerial visits. #OdishaFlood #FloodAssessment #OdishaNews #MahanadiFlood #FloodRelief #OdishaGovt #CropLoss #Rehabilitation #PublicHealth #AgricultureNews #OdishaAlert #BaitaraniFlood #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
1


