ARTICLE AD BOX
Odisha Matric Supplementary Result 2026 Out; 63.64% Students Pass | Argus News The Board of Secondary Education (BSE), Odisha has announced the results for the Matric Supplementary Examination 2026. A total of 63.64% of candidates have successfully cleared the High School Certificate (HSC) exam. This year marked a historic shift as the board introduced digital evaluation of answer sheets for the first time, ensuring faster and error-free results. ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ଚଳିତ ବର୍ଷ ୬୩.୬୪ ପ୍ରତିଶତ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ପ୍ରଥମ ଥର ପାଇଁ ଖାତାଗୁଡ଼ିକର ଡିଜିଟାଲ ମୂଲ୍ୟାୟନ କରାଯାଇଛି। ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଙ୍କ ସୂଚନା ଅନୁଯାୟୀ, ଏହି ନୂତନ ପଦ୍ଧତି ଯୋଗୁଁ ରେଜଲ୍ଟ ନିର୍ଭୁଲ ଓ ଶୀଘ୍ର ପ୍ରକାଶ ପାଇଛି, ଯାହା ଛାତ୍ରଛାତ୍ରୀଙ୍କୁ କଲେଜ ଆଡମିଶନରେ ସହାୟକ ହେବ। #MatricResult #OdishaEducation #BSEOdisha #SupplementaryExam #DigitalEvaluation #StudentNews #OdishaResult #MatricPass #EducationUpdates #SrikantTarai #BreakingNews #OdishaNews #OdiaNews #ArgusNews #LatestUpdates ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
2


