ARTICLE AD BOX
Odisha Traffic Update: 7,890 E-Challans Issued In A Single Day For Violations | Argus News Odisha Police and the Transport Department have launched a massive crackdown on road safety violators, issuing a staggering 7,890 e-challans in a single day. This statewide drive aims to curb road accidents and ensure the safety of commuters. Statistics show that 2,237 challans were issued for riding without helmets, while 1,185 were for over-speeding. ରାଜ୍ୟରେ ସଡ଼କ ଦୁର୍ଘଟଣା ରୋକିବା ପାଇଁ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଅଭିଯାନ ଚଲାଇ ଗୋଟିଏ ଦିନରେ ମୋଟ ୭,୮୯୦ଟି ଇ-ଚାଲାଣ ଜାରି କରାଯାଇଛି। ବିନା ହେଲମେଟ୍ ଓ ଦ୍ରୁତଗତି ପାଇଁ ସର୍ବାଧିକ ଚାଲାଣ କଟାଯାଇଥିବା ବେଳେ ନିୟମ ପାଳନ କରି ଗାଡ଼ି ଚଳାଇବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। #OdishaTraffic #RoadSafety #EChallan #OdishaPolice #TrafficRules #HelmetMandatory #SafeDriving #OverSpeeding #TrafficFine #OdishaGovernment #SafetyFirst #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 day ago
2


