ARTICLE AD BOX
Odisha Vigilance Unearths ₹9.24 Cr Scam In Bhubaneswar R&B Office | Argus News ଭୁବନେଶ୍ୱର R&B ଡିଭିଜନ୍-୧ କାର୍ଯ୍ୟାଳୟରେ ନକଲି ବିଲ୍ ଓ ଜାଲ୍ ସାଙ୍କସନ୍ ଅର୍ଡର୍ ଜରିଆରେ ୯ କୋଟି ୨୪ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ ମାମଲାର ପର୍ଦ୍ଦାଫାସ କରିଛି ଓଡ଼ିଶା ଭିଜିଲାନ୍ସ। ସେକ୍ସନ୍ ଅଫିସର ବନଲତା ମହାନ୍ତି ଏବଂ ଜୁନିଅର ଆସିଷ୍ଟାଣ୍ଟ ବିଭୁଦତ୍ତ ନାୟକ ନିଜ ସମ୍ପର୍କୀୟ ଓ ଡ୍ରାଇଭରଙ୍କ ସମେତ ୪୮ ଜଣଙ୍କ ୭୭ଟି ବ୍ୟାଙ୍କ ଆକାଉଣ୍ଟ ବ୍ୟବହାର କରି ଏହି ଟଙ୍କା ଟ୍ରାନ୍ସଫର୍ କରିଥିବା ଅଭିଯୋଗ ହୋଇଛି। ଘଟଣା ସାମ୍ନାକୁ ଆସିବା ପରେ ପ୍ରାୟ ୩ କୋଟି ୯୬ ଲକ୍ଷ ଟଙ୍କା ଜବତ କରାଯିବା ସହ ଉଭୟଙ୍କ ବିରୋଧରେ ଭିଜିଲାନ୍ସ ଥାନାରେ ମାମଲା ରୁଜୁ କରି ତଦନ୍ତ ଜାରି ରହିଛି। #OdishaVigilance #BhubaneswarNews #VigilanceRaid #FinancialScam #CorruptionExposed #GovernmentScam #Bhubaneswar #OdishaVigilanceRaid #CrimeNews #OdishaUpdates #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

57 minutes ago
1


