ARTICLE AD BOX
PM Modi Distributes Over 51,000 Appointment Letters At 20th Rozgar Mela | Argus News ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ତମ ରୋଜଗାର ମେଳାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାରା ଦେଶର ୫୧ ହଜାରରୁ ଅଧିକ ନବନିଯୁକ୍ତ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ସାରା ଦେଶର ୪୫ଟି ସ୍ଥାନ ସମେତ ଓଡ଼ିଶାର କଟକ ଓ ଭୁବନେଶ୍ୱରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ କେବଳ ଭୁବନେଶ୍ୱରରେ ୧୬୧ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ରେଳବାଇ, ଗୃହ, ସ୍ୱାସ୍ଥ୍ୟ, ପ୍ରତିରକ୍ଷା ଓ ରାଜସ୍ୱ ଭଳି ବିଭିନ୍ନ କେନ୍ଦ୍ରୀୟ ମନ୍ତ୍ରଣାଳୟରେ ଏହି ନବନିଯୁକ୍ତ କର୍ମଚାରୀମାନେ ଯୋଗଦେବେ। ୨୦୪୭ ସୁଦ୍ଧା 'ବିକଶିତ ଭାରତ' ନିର୍ମାଣରେ ଯୁବପିଢ଼ିଙ୍କ ପ୍ରମୁଖ ଭୂମିକା ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। #RozgarMela #PMModi #PMNarendraModi #AppointmentLetters #GovtJobs #CentralGovtJobs #ViksitBharat2047 #BhubaneswarNews #OdishaYouth #EmploymentDrive #NationalNews #LiveUpdates #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
8


