ARTICLE AD BOX
Puri Rath Yatra: Chariot Pulling To Resume At 9.30 AM Tomorrow | SJTA Big Update ଆସନ୍ତାକାଲି ସକାଳ ୯.୩୦ରେ ଆରମ୍ଭ ହେବ ରଥଟଣା; ରଥ ଉପରେ ସମସ୍ତ ନୀତିକାନ୍ତି ସମ୍ପନ୍ନ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯିବେ ଶ୍ରୀଜୀଉ। ଆସନ୍ତାକାଲି ଆଡ଼ପ ପହଣ୍ଡି ହେବ ନାହିଁ, ୧୮ ତାରିଖ ଶନିବାର ଦିନ ମହାପ୍ରଭୁ ଆଡ଼ପ ମଣ୍ଡପକୁ ବିଜେ କରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। SJTA has announced that chariot pulling will resume tomorrow at 9:30 AM. After the completion of rituals on the chariots, the three deities will reach Gundicha Temple. However, the 'Adapa Mandapa Bije' will take place on Saturday, July 18, and not tomorrow. #PuriRathYatra #AdapaMandapaBije #LordJagannath #SJTAUpdate #BadaDanda #GundichaTemple #RathYatra2026 #PuriLive #ShriMandir #OdishaTradition #OdiaNews #OdishaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

4 hours ago
1


