ARTICLE AD BOX
Rath Yatra: Volunteers Of Hindu Jagran Manch Provide Drinking Water & Emergency Aid | Argus News ବଡ଼ଦାଣ୍ଡରେ ସେବାର ଅନନ୍ୟ ଚିତ୍ର! ପୁରୀ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ସେବା ପାଇଁ ଆଗେଇ ଆସିଛି ହିନ୍ଦୁ ଜାଗରଣ ମଞ୍ଚ। ପ୍ରବଳ ଭିଡ଼ ଓ ଗୁଳୁଗୁଳିରେ ଭକ୍ତଙ୍କୁ ପାନୀୟ ଜଳ ବଣ୍ଟନ ସହ ଆମ୍ବୁଲାନ୍ସ ପାଇଁ ମାନବ ଶୃଙ୍ଖଳ ସୃଷ୍ଟି କରିଛନ୍ତି ସଂଗଠନର କର୍ମକର୍ତ୍ତା। In the spirit of service, Hindu Jagran Manch organized special camps at Puri’s Badadanda during the world-famous Rath Yatra. Volunteers worked tirelessly, distributing drinking water to devotees amidst heavy crowds and creating human chains to ensure smooth passage for ambulances during emergencies. #RathYatra #Puri #HinduJagranManch #Seva #Humanity #DrinkingWater #AmbulanceCorridor #JagannathDham #PuriRathYatra2026 #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

54 minutes ago
1


