ARTICLE AD BOX
ଆନ୍ଧ୍ରପ୍ରଦେଶର ପାଲନାଡୁ ଜିଲ୍ଲା ଚିଲକାଲୁରିପେଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍ ଏକ ଅଟୋ-ରିକ୍ସାକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି।
seven killed in accident Photograph: (sambad.in)ଆନ୍ଧ୍ରପ୍ରଦେଶ:ଆନ୍ଧ୍ରପ୍ରଦେଶର ପାଲନାଡୁ ଜିଲ୍ଲା ଚିଲକାଲୁରିପେଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍ ଏକ ଅଟୋ-ରିକ୍ସାକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି।
ସମସ୍ତେ ଭେଲୁରୁ ଗାଁର ବାସିନ୍ଦା
ମୃତକମାନେ ସମସ୍ତେ ଚିଲକାଲୁରିପେଟ ମଣ୍ଡଳର ଭେଲୁରୁ ଗାଁର ବାସିନ୍ଦା ବୋଲି ଜଣାପଡ଼ିଛି।
Road Accident: ଯାତ୍ରୀବାହୀ ବସ୍କୁ ଧକ୍କା ଦେଲା ଟ୍ରକ୍: ୬ ମୃତ, ୩୦ରୁ ଅଧିକ ଗୁରୁତର
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
1


