Schools Closed: ବର୍ଷା ପାଇଁ ରାଜ୍ୟର ୪ ଜିଲ୍ଲାର ସବୁ ସ୍କୁଲ୍ ଓ ଅଙ୍ଗନବାଡି ଛୁଟି

59 minutes ago 1
ARTICLE AD BOX

ଭୁବନେଶ୍ବର:ବର୍ଷା ପାଇଁ ଆଜି ରାଜ୍ୟର ୪ ଜିଲ୍ଲାର ସବୁ ସ୍କୁଲ୍ ଓ ଅଙ୍ଗନବାଡିକୁ ଛୁଟି ଘୋଷଣା କରାଯାଇଥିବା ଜଣାଯାଇଛି।  ମୟୂରଭଞ୍ଜ, ସୁବର୍ଣ୍ଣପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ୨୭ ତାରିଖ ପାଇଁ ଛୁଟି ଘୋଷଣା କରାଯାଇଛି। ଏନେଇ  ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏଭଳି ସତର୍କତାମୂଳକ ପଦକ୍ଷେପ ନିଅ‌ାଯାଇଛି।

Advertisment

ଅଭିଯୋଗ ଶୁଣାଣି ସ୍ଥଗିତ

ଏଣେ ଆଜି ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରୁପାଲିଠାରେ ଅନୁଷ୍ଠିତ ହେବାକୁ ଥିବା ଅଭିଯୋଗ ଶୁଣାଣିକୁ ବି ସ୍ଥଗିତ ରଖାଯାଇଛି।

Encounter: ବ୍ରଜରାଜନଗର ପୁଲିସର ଏନକାଉଣ୍ଟର: କୁଖ୍ୟାତ ଅପରାଧୀ ଅଙ୍କିତ ଘୋଷ ଆହତ

Read Entire Article
LEFT SIDEBAR AD

Hidden in mobile, Best for skyscrapers.