ARTICLE AD BOX
ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅଞ୍ଚଳରେ ଜଣେ ୫ ବର୍ଷ ନାବାଳିକାଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି। ଜଣେ ୧୪ ବର୍ଷୀୟ ନାବାଳକଙ୍କ ବିରୋଧରେ ଏହି ଅଭିଯୋଗ ଆସିଛି।
Sexual abuse Photograph: (sambad.in)ରାୟଗଡ଼ା: ରାୟଗଡ଼ାଜିଲ୍ଲା ଅମ୍ବାଦଳା ଥାନା ଅଞ୍ଚଳରେ ଜଣେ ୫ ବର୍ଷ ନାବାଳିକାଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି। ଜଣେ ୧୪ ବର୍ଷୀୟ ନାବାଳକଙ୍କ ବିରୋଧରେ ଏହି ଅଭିଯୋଗ ଆସିଛି। ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।
ଅଭିଯୋଗ ପାଇବା ପରେ ଅମ୍ବାଦଳା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ତେବେ ଘଟଣାର ପ୍ରକୃତ କାରଣ ଓ ସତ୍ୟାସତ୍ୟ ପୁଲିସ ତଦନ୍ତ ପରେ ସ୍ପଷ୍ଟ ହେବ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

18 hours ago
1


