Skeleton: ପରିତ୍ୟକ୍ତ ଘରୁ ଯୁବକଙ୍କ ଝୁଲନ୍ତା ଗଳିତ କଙ୍କାଳ ଉଦ୍ଧାର

45 minutes ago 1
ARTICLE AD BOX

ବାରଙ୍ଗ: ବାରଙ୍ଗ ଥାନା ଗୋଡ଼ିସାହି ଫାଣ୍ଡି ପୁଲିସ ଏକ ପରିତ୍ୟକ୍ତ ଘରୁ ବେକରେ ଦଉଡ଼ି ଦେଇ ଝୁଲିଥିବା ଅବସ୍ଥାରେ ଜଣେ ଯୁବକଙ୍କ ଗଳିତ କଙ୍କାଳ ଉଦ୍ଧାର କରିଛି। କଙ୍କାଳଟି ଗୋଡିସାହି ଗ୍ରାମର ପଦିଆ ନାଏକଙ୍କର ବୋଲି ଜଣାଯାଇଛି। ପଦିଆ ନାଏକଙ୍କ ବାପା ଟୁକୁନା ନାଏକ ପୁଅର କଙ୍କାଳକୁ ଚିହ୍ନଟ କରିଛନ୍ତି ।

Advertisment

ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି

ସୂଚନାଯୋଗ୍ୟ, ପଦିଆ ନାଏକ ଗତ ୨୮ ତାରିଖରୁ ନିଖୋଜ ଥିଲେ। ତେବେ ସେ କାହିଁକି ଆତ୍ମହତ୍ୟା କଲେ କି ତାଙ୍କୁ କେହି ହତ୍ୟା କରିଛି, ତାହା ସ୍ପଷ୍ଟ ହୋଇନାହିଁ କି ଏନେଇ ଥାନାରେ ଅଭିଯୋଗ କରାଯାଇନାହିଁ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Snakebite: ସର୍ପାଘାତରେ ଭାଇ ଭଉଣୀ ମୃତ

Read Entire Article
LEFT SIDEBAR AD

Hidden in mobile, Best for skyscrapers.