ARTICLE AD BOX
/sambad/media/media_files/2026/08/10/aa8921f3-2057-454e-805d-5b270adb4a0a-2026-08-10-12-19-44.jpg)
ନୂଆଦିଲ୍ଲୀ: ସାଉଦି ଆରବର ରିୟାଦର ମୁସା ସନୈୟା ଅଞ୍ଚଳରେ ଏକ ସୋଫା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୬ ଜଣ ପ୍ରବାସୀ ବାଂଲାଦେଶୀ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବାଂଲାଦେଶର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ଘଟଣାର ସତ୍ୟାସତ୍ୟ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ଗଭୀର ଦୁଃଖ ଏବଂ ସମବେଦନା ବ୍ୟକ୍ତ କରିଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

5 days ago
4


