ARTICLE AD BOX
Tragedy In MP Flash Flood: 8 From Odisha, Including 7 Of A Bhubaneswar Family, D*e | Argus News ବାହାଘରର ଆନନ୍ଦ ଉଲ୍ଲାସ ମୁହୂର୍ତ୍ତକ ମଧ୍ୟରେ ପାଲଟିଗଲା ଶୋକାକୁଳ ନିରବତା। ମଧ୍ୟପ୍ରଦେଶରେ ଆସିଥିବା ଭୟଙ୍କର ଫ୍ଲାସ୍ ଫ୍ଲଡରେ ଓଡ଼ିଶାର ଗୋଟିଏ ପରିବାରର ୭ ଜଣଙ୍କ ସମେତ ମୋଟ ୮ ଜଣଙ୍କର ଅକାଳ ବିୟୋଗ ଘଟିଛି। ଭୁବନେଶ୍ୱର ଜୟଦେବ ବିହାର ଅଞ୍ଚଳର ବନମାଳୀ ବେହେରାଙ୍କ ସମ୍ପୂର୍ଣ୍ଣ ପରିବାର ଏହି ଦୁର୍ଘଟଣାରେ ଉଜୁଡ଼ି ଯାଇଛି। ଏହି ହୃଦୟବିଦାରକ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏବଂ ସମ୍ବଲପୁର ସାଂସଦ ମଧ୍ୟ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି #MadhyaPradeshFlood #FlashFloodTragedy #OdishaTragedy #JayadevVihar #BhubaneswarNews #PMModiCondolence #PMNRF #OdishaCM #SambalpurMP #TragicAccident #BreakingNews #OdishaNews #OdiaNews #LatestUpdates #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
6


