ARTICLE AD BOX
Tragic Accident in Balipatna: Tractor Overturns Into Pond, Driver Dies | Argus News ପୋଖରୀ ଭିତରକୁ ଓଲଟିଲା ଟ୍ରାକ୍ଟର, ଡ୍ରାଇଭର ମୃତ । ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଥାନା ଗୁଆପୁର ନିକଟ ମାର୍ଥାପୁର ଆଳୋଇ ରାସ୍ତାରେ ଥିବା ପୋଖରୀରେ ଅଘଟଣ । ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଟ୍ରାକ୍ଟର ଓଲଟି ପଡ଼ିବାରୁ ଚାଳଳ ପାଣି ଭିତରେ ବୁଡ଼ି ଯାଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବାଲିପାଟଣା ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ । ମୃତକ ଜଣଙ୍କ ସ୍ଥାନୀୟ ଆଳଇ ଗ୍ରାମର ସୌମ୍ୟରଞ୍ଜନ କାଣ୍ଡି ବୋଲି ସୂଚନା ମିଳିଛି | ବାଲିପାଟଣା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । In a tragic incident near Guapur in Balipatna, on the outskirts of Bhubaneswar, a tractor overturned into a pond after the driver lost balance on the Marthapur-Aloi road. The driver, identified as Saumya Ranjan Kandi from Aloi village, unfortunately drowned in the accident. Upon receiving the information, Balipatna Police and Fire Services personnel arrived at the spot and recovered the body. An investigation has been launched by the local police into the circumstances of the accident. Stay tuned to Argus News for more local updates and breaking news. #BalipatnaAccident #BhubaneswarNews #TractorAccident #TragicNews #OdishaRoadSafety #EmergencyResponse #OdishaNews #BreakingNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 day ago
1


