Two Farmers Attempt Su**ide at Kendrapara Collector's Public Hearing Over Illegal Prawn Gheries

1 hour ago 1
ARTICLE AD BOX


Two Farmers Attempt Su**ide at Kendrapara Collector's Public Hearing Over Illegal Prawn Gheries | Argus News ଜିଲ୍ଲାପାଳଙ୍କ ଜନ ଶୁଣାଣିରେ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ । ଚାଷୀଙ୍କୁ କାବୁ କଲା ପୋଲିସ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା ଗାଁର ଦୁଇ ଚାଷୀ ଗଣେଶ ଚନ୍ଦ୍ର ଓ ରାମକୃଷ୍ଣ ମଣ୍ଡଳ ଆଜି ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିରରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଅଭିଯୋଗ ମୁତାବକ ତାଙ୍କ ଚାଷ ଜମିକୁ ଲାଗି ବେଆଇନ ଭାବେ ଚିଙ୍ଗୁଡ଼ି ଘେରି ଗଢି ଉଠିଛି। ଚିଙ୍ଗୁଡ଼ି ଘେରିର ବିଷାକ୍ତ ଓ ଲୁଣି ପାଣି ମାଡି ଯିବାରୁ ବର୍ଷବର୍ଷ ଧରି ତାଙ୍କ ଫସଲ ଉଜୁଡି ଯାଉଛି। ଏନେଇ ସେ ବାରମ୍ବାର ଜିଲ୍ଲାପାଳ ଓ ଡିଏଫଓଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କିଛି ସୁଫଳ ନମିଳିବାରୁ ଆଜି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ସମୟରେ ଉପସ୍ଥିତ ଥିବା ପୋଲିସ ସେମାନଙ୍କୁ କାବୁ କରିନେଇଥିଲା। In a shocking incident, two farmers from Talachua and Dholamara villages under Rajanagar block attempted suicide during the Collector's public hearing (Jana Sunani) in Kendrapara. The farmers, identified as Ganesh Chandra and Ramakrishna Mandal, were allegedly driven to this extreme step after their repeated complaints against illegal prawn gheries went unheard. #KendraparaNews #FarmerSuicideAttempt #IllegalPrawnGhery #JanaSunani #RajanagarNews #OdishaFarmers #AdministrationFailure #BreakingNewsOdisha #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.