ARTICLE AD BOX
West Bengal Ex-Deputy Speaker Ashish Banerjee Found De*d in TMC Office; Viral S**cide Note Surfaces | Argus News ପଶ୍ଚିମବଙ୍ଗ ବିଧାନସଭାର ପୂର୍ବତନ ଡେପୁଟି ସ୍ପିକର ଆଶିଷ ବାନାର୍ଜୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ରହସ୍ୟଜନକ ଭାବେ ବୀରଭୂମି ଜିଲ୍ଲା ରାମପୁରହାଟସ୍ଥିତ ଟିଏମସି ଦଳୀୟ କାର୍ଯ୍ୟାଳୟରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସକାଳେ ରାମପୁରହାଟର ହଟାଳା ପଡ଼ାସ୍ଥିତ ଦଳୀୟ କାର୍ଯ୍ୟାଳୟରୁ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରୁ ଏକ ସୁଇସାଇଡ୍ ନୋଟ୍ ମଧ୍ୟ ଜବତ କରାଯାଇଛି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପତ୍ରରେ ସେ ତାଙ୍କ ମୃତ୍ୟୁ ପାଇଁ କେହି ଦାୟୀ ନୁହଁନ୍ତି ବୋଲି ଉଲ୍ଲେଖ କରିବା ସହ ରାଜନୀତିକୁ ଆସିଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି। The body of former West Bengal Assembly Deputy Speaker Ashish Banerjee has been recovered. His hanging body was mysteriously found from the TMC party office in Rampurhat, Virbhadra district. The body was recovered from the party office in Hatala Pada, Rampurhat in the morning. A suicide note was also recovered from the scene, which is going viral on social media. In the note, he mentions that no one is responsible for his death and expresses anger over his entry into politics. #AshishBanerjee #WestBengalPolitics #TMC #BirbhumNews #Rampurhat #BreakingNews #MysteriousDeath #MamataBanerjee #SuicideNote #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
2


