ଇଣ୍ଟରନେଟ୍ ବନ୍ଦ, ଜୀବନ ଠପ୍ | Digital Life Paralyzed In Aska After Disaster Hits Network | Argus News

58 minutes ago 2
ARTICLE AD BOX


ହାତରେ ସ୍ମାର୍ଟଫୋନ୍ ଏବଂ ଇଣ୍ଟରନେଟ୍ ଥିବା ସତ୍ତ୍ୱେ ବିପର୍ଯ୍ୟୟ ପରେ ଗଞ୍ଜାମ ଜିଲ୍ଲା ଆସ୍କାରେ ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଛି ସାଧାରଣ ଜନଜୀବନ। ବିଦ୍ୟୁତ୍ କାଟ ଓ ମୋବାଇଲ୍ ନେଟୱର୍କ ବିଚ୍ଛିନ୍ନ ଯୋଗୁଁ ଅନଲାଇନ୍ ପେମେଣ୍ଟ୍ ଠପ୍ ହେବା ସହ ଏଟିଏମ୍ ସେବା ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି, ଯାହା ଫଳରେ ଆକାଉଣ୍ଟରେ ଟଙ୍କା ଥାଇ ବି ଲୋକେ ନିତ୍ୟାବଶ୍ୟକ ସାମଗ୍ରୀ କିଣିବାରେ ନାହିଁ ନଥିବା ହଇରାଣ ହେଉଛନ୍ତି। #Aska #GanjamNews #DigitalCrisis #NoNetwork #PowerCut #DisasterUpdate #OnlinePaymentDown #ATMCrisis #DigitalIndiaReality #GanjamDistrict #OdishaNews #OdiaNews #BreakingNews #ArgusNews #Argus ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. Odisha News , Breaking News, Live news updates, Odia News Live, Live Odia News, Latest odisha news, odisha news today, odisha politics, odisha latest updates **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.