ଏସିଆ ରଗ୍‌ବୀ ଟ୍ରଫି ଉନ୍ମୋଚିତ

54 minutes ago 1
ARTICLE AD BOX

ଭାରତ ପୁରୁଷ ଟିମ୍‌ରେ ପୁଷ୍ପେନ୍ଦର (କ୍ୟାପ୍‌ଟେନ), ରଞ୍ଜନ ରାୱତ (ଭାଇସ୍‌ କ୍ୟାପ୍‌ଟେନ), ଅଜିତ୍‌ ନିଗମ, ଅମନ୍‌, ଅରୁଣ ପ୍ରଜାପତ୍,ଭରତ କିଷାନ୍‌, ବିଦ୍ୟାଧର ମାଝୀ, ଚରଣ ହେମ୍ବ୍ରମ୍, ନମନ ଯାଦବ, ରାହୁଲ ମାଝୀ, ରୋହିତ କୁମାର, ସୁବାସ ହାଁସଦା ଆଦି କ୍ରୀଡ଼ାବିତ୍‌ ସ୍ଥାନ ପାଇଥିବା ବେଳେ ଭାରତ ମହିଳା ଟିମ୍‌ରେ ତନୁଶ୍ରୀ ଭୋଁସଲେ (କ୍ୟାପଟେନ୍‌) ମାମାଲି ସିଂ (ଭାଇସ୍‌ କ୍ୟାପ୍‌ଟେନ), ଅକ୍ଷୟା ଏନ୍‌ଏସ, ଅନିତା ମୁର୍ମୁ, ଅନୁଷ୍କା ସଙ୍କପାଲ, ଦୀପାଳି ତାଠେ, ଖୁସି ଦେବୀ, କୀର୍ତ୍ତି ଯାଦବ, ଆଦିତି ସଖାରାମ୍ ଲୋନ୍ଧେ, ସଲୋନୀ କୁମାରୀ, ସମୃଦ୍ଧି କଦମ୍, ସୁମିତ୍ରା ମୁର୍ମୁ ଆଦି କ୍ରୀଡ଼ାବିତ୍‌ ସ୍ଥାନ ପାଇଛନ୍ତି।

Read Entire Article
LEFT SIDEBAR AD

Hidden in mobile, Best for skyscrapers.