ARTICLE AD BOX
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଓଡ଼ିଶା ଗସ୍ତରେ ଆସିବେ। ମୋଦୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ଗସ୍ତ ନେଇ ଆଜି କମିସନରେଟ ପୁଲିସ ପକ୍ଷରୁ କାରକେଡ ରିହଲସଲ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଓଡ଼ିଶା ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

57 minutes ago
2


