କଟକ ବାଲିଯାତ୍ରାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

1 day ago 3
ARTICLE AD BOX

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର କଟକ ବାଲିଯାତ୍ରା ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ଏଠାରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଗଣ ଉପସ୍ଥିତ ଥିଲେ।

 କଟକ ବାଲିଯାତ୍ରାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.