ARTICLE AD BOX
ଆଜି ଜାତୀୟ ହସ୍ତତନ୍ତ ଦିବସ ପାଳନ ହୋଇଛି। ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀରେ ଜାତୀୟସ୍ତରୀୟ କାର୍ଯ୍ୟକ୍ରମର ଆୟୋଜନ ହୋଇଛି। ସେହିପରି ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ୧୨ତମ ଜାତୀୟ ହସ୍ତତନ୍ତ ଭୁବନେଶ୍ୱରର ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ପାଳିତ ହୋଇଯାଇଛି।
/sambad/media/media_files/2026/08/07/droupadi-murmu1-2026-08-07-16-41-49.jpg)
/sambad/media/media_files/2026/08/07/droupadi-murmu-2026-08-07-16-43-33.jpg)
1/3
ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ କହିଛନ୍ତି, ଶତାବ୍ଦୀ ଧରି ହସ୍ତତନ୍ତ ଭାରତର ସଭ୍ୟତାର ବିବର୍ତ୍ତନ ଯାତ୍ରାର ଏକ ଅବିଚ୍ଛେଦ୍ୟ ଅଂଶ ହୋଇ ରହିଛି। ଏହା ଆମ ଦେଶର ଅସାଧାରଣ ବିବିଧତାକୁ ପ୍ରତିଫଳିତ କରୁଚି ଏବଂ ଆମର ଆଞ୍ଚଳିକ ସ୍ୱତନ୍ତ୍ରତାକୁ ସଂରକ୍ଷଣ କରିଆସିଛି।
/sambad/media/media_files/2026/08/07/untitled-19-2026-08-07-16-44-45.jpeg)
2/3
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ‘ସନ୍ଥ କବୀର ହସ୍ତତନ୍ତ ପୁରସ୍କାର-୨୦୨୫’ ଓ ‘ଜାତୀୟ ହସ୍ତତନ୍ତ ପୁରସ୍କାର-୨୦୨୫’ରେ ସମ୍ମାନିତ ହୋଇଥିବା ବରଗଡ଼ର ରାମ ମେହେର ଏବଂ ଜଗତସିଂହପୁରର ପ୍ରଫୁଲ୍ଲ କୁମାର ସାହୁଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
/sambad/media/media_files/2026/08/07/whatsapp-image-2026-08-07-16-45-04.jpeg)
3/3
ରାଜ୍ୟର ସମୃଦ୍ଧ ହସ୍ତତନ୍ତ ଐତିହ୍ୟକୁ ସୁରକ୍ଷିତ ରଖିବା, ବୁଣାକାର ସମ୍ପ୍ରଦାୟର ଜୀବିକାକୁ ସୁଦୃଢ଼ କରିବା ସହ ହସ୍ତତନ୍ତ କ୍ଷେତ୍ରରେ ନୂତନତା, ପ୍ରଯୁକ୍ତିବିଦ୍ୟା ଏବଂ ସ୍ଥାୟୀ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶା ସରକାରଙ୍କ ପ୍ରତିବଦ୍ଧତାକୁ ପୁନଃନିର୍ମାଣ କରିଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 week ago
3

