ARTICLE AD BOX
ସ୍ୱାଧୀନତା ଦିବସ ପୂର୍ବରୁ ଦେଶପ୍ରେମ ଓ ଜାତୀୟତାବୋଧକୁ ଜାଗ୍ରତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ବ୍ଲକ ଅନ୍ତର୍ଗତ ଗ୍ରେସିଙ୍ଗିଆ ପଞ୍ଚାୟତରେ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହର ସହିତ ଅନୁଷ୍ଠିତ ହୋଇଛି। ଗ୍ରେସିଙ୍ଗିଆ ସରପଞ୍ଚ ତ୍ରିଶିଳା ପ୍ରଧାନଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ବିଭିନ୍ନ ବର୍ଗର ଲୋକେ ସାମିଲ ହୋଇଥିଲେ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

23 hours ago
4


