ପିଲାଙ୍କ ଗହଣରେ ମୁଖ୍ୟମନ୍ତ୍ରୀ

1 hour ago 2
ARTICLE AD BOX

ପବିତ୍ର ଗୁରୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଟକସ୍ଥିତ ମାଧ୍ୟମିକ ଶିକ୍ଷା ବୋର୍ଡ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ସହିତ କଥା ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ କ୍ୟାରିୟର ଗଢ଼ିବା ପାଇଁ ପରାମର୍ଶ ଦେଇଛନ୍ତି।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.