ARTICLE AD BOX
/sambad/media/media_files/2026/10/02/whatsapp-image-2026-10-02-11-17-44.jpeg)
1/7
ଉଦ୍ଘାଟନୀ ସମାରୋହର ଅଧିବେଶନରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଉତ୍କଳ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଚଣ୍ଡୀ ପ୍ରସାଦ ନନ୍ଦ, ଇଷ୍ଟର୍ଣ୍ଣ ମିଡିଆର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ ଏବଂ ଦୈନିକ ‘ସମ୍ବାଦ’ ଓ ‘କନକ ନ୍ୟୁଜ୍’ର ସଂପାଦକ ତନୟା ପଟ୍ଟନାୟକ ମଞ୍ଚାସୀନ ଅଛନ୍ତି।
/sambad/media/media_files/2026/10/02/whatsapp-image-2026-10-02-11-22-16.jpeg)
2/7
ଏହି ତିନି ଦିବସୀୟ ସମାରୋହ ୨ଟି ସଭାଗୃହରେ ପରିଚାଳିତ ହେଉଛି। ମୁଖ୍ୟ ସଭାଗୃହରେ ରାଜ୍ୟପାଳଙ୍କ କାର୍ଯ୍ୟକ୍ରମ ରହିଛି, ଯେଉଁଠି ପରିବେଶର ବିକାଶକୁ ନେଇ ବିଭିନ୍ନ ଅଧିବେଶନ ପରିଚାଳିତ ହେଉଛି। ସେହିପରି ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସଭାଗୃହରେ ବିପର୍ଯ୍ୟୟ ମୁକାବିଲା ସଂପର୍କିତ ଅଧିବେଶନଗୁଡ଼ିକର ଆୟୋଜନ ହେଉଛି।
/sambad/media/media_files/2026/10/02/whatsapp-image-2026-10-02-11-23-01.jpeg)
3/7
ସମାରୋହରେ ରାଜ୍ୟ, ଦେଶ ଏବଂ ବିଦେଶରୁ ଜଳବାୟୁ ସଂପର୍କିତ ଗଭୀର ଜ୍ଞାନ ଥିବା ବିଶେଷଜ୍ଞମାନେ ଯୋଗ ଦେଇ ଉଦ୍ବୋଧନ ଦେବେ। ଅତିଥିମାନେ ଜଳବାୟୁ ପରିବର୍ତ୍ତନ, ଜଳବାୟୁ ପରିବର୍ତ୍ତନର କାରଣ, ବିଭିନ୍ନ ପ୍ରକାରର ପ୍ରାକୃତିକ ବିପର୍ଯ୍ୟୟର କାରଣ, ପୃଥିବୀର ସୁରକ୍ଷା, ସବୁଜ ପୃଥିବୀ ସଂପର୍କରେ ବିଭିନ୍ନ ଅଧିବେଶନ ମାଧ୍ୟରେ ନିଜର ବକ୍ତବ୍ୟ ରଖିବେ ଏବଂ ଆଲୋଚନା କରିବେ। ସେହିପରି କାର୍ଯ୍ୟକ୍ରମରେ ପରିବେଶବିତ୍, ବୁଦ୍ଧିଜୀବୀ, ଛାତ୍ରଛାତ୍ରୀ ଯୋଗଦେଉଛନ୍ତି।
/sambad/media/media_files/2026/10/02/whatsapp-image-2026-10-02-11-29-51.jpeg)
ରାଜ୍ୟପାଳ ଡ ହରିବାବୁ କମ୍ଭମପାଟିଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି ଇଷ୍ଟର୍ଣ୍ଣ ମିଡିଆର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ ଏବଂ ସମ୍ବାଦ ଓ କନକ ନ୍ୟୁଜର ସପାଦକ ତନୟା ପଟ୍ଟନାୟକ
4/7
/sambad/media/media_files/2026/10/02/whatsapp-image-2026-10-02-11-30-25.jpeg)
ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି ଇଷ୍ଟର୍ଣ୍ଣ ମିଡିଆର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ ଏବଂ ସମ୍ବାଦ ଓ କନକ ନ୍ୟୁଜର ସପାଦକ ତନୟା ପଟ୍ଟନାୟକ
5/7
/sambad/media/media_files/2026/10/02/whatsapp-image-2026-2026-10-02-11-30-42.jpeg)
ଉତ୍କଳ ବିଶ୍ବବିଦ୍ୟାଳୟର କୁଳପତି ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି ଇଷ୍ଟର୍ଣ୍ଣ ମିଡିଆର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ ଏବଂ ସମ୍ବାଦ ଓ କନକ ନ୍ୟୁଜର ସପାଦକ ତନୟା ପଟ୍ଟନାୟକ
6/7
/sambad/media/media_files/2026/10/02/whatsapp-image-2026-10-02-11-36-54.jpeg)
7/7

4 hours ago
2


