ARTICLE AD BOX
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ୧୬ତମ ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ-୨୦୨୬ରେ ଯୋଗଦେଇ ଥିଲେ। ଏହି ଅବସରରେ ସେ ଚିନ୍ ଠାରେ ଅନୁଷ୍ଠିତ ଜୁନିୟର ଏସିଆ କପ୍ ହକି ୨୦୨୬ରେ ଚାମ୍ପିଅନ ହୋଇଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳରେ ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିବା ୭ଜଣ ପୁରୁଷ ଓ ୩ଜଣ ମହିଳା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଥିଲେ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 day ago
2


