ବାଜପେୟୀଙ୍କ ପୁଣ୍ୟତିଥିରେ ପ୍ରତିମୂର୍ତ୍ତି ଉନ୍ମୋଚନ

1 hour ago 2
ARTICLE AD BOX

କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ରାଜସ୍ଥାନର ଚିତ୍ତୋଡ଼ଗଡ଼ଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କର ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହାସହିତ କେନ୍ଦ୍ର ଗୃହମନ୍ତ୍ରୀ ରାଜସ୍ଥାନ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି। ଏହି ଅବସରରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମାଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.