ARTICLE AD BOX
ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ସମ୍ପ୍ରତି ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି। ପ୍ରଥମ ଦିନ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପୂର୍ବତନ ଶାସନ ସଚିବ ଡ଼ ସୁରେଶ ଚନ୍ଦ୍ର ଦଳେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏଥି ସହିତ ବିଭାଗର କର୍ମଚାରୀ ମାନଙ୍କ ସହଯୋଗ ଓ କାର୍ଯ୍ୟ କରିବାର ଶୈଳୀକୁ ପ୍ରଶଂସା କରିଥିଲେ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 day ago
3


