ARTICLE AD BOX
କେନ୍ଦ୍ରାପଡା ରାଜନଗରର ଗଣପର୍ବ ଶାରଦୀୟ ଦୁର୍ଗାପୂଜା ଉତ୍ସାହ ଉଦ୍ଦିପନାର ସହ ଶେଷ ହୋଇଛି । ରାଜନଗର ଦେବୀ ଘରେ ମା’ ଦୁର୍ଗାଙ୍କର ଗତକାଲି ଜୟା, ବିଜୟା ଓ ଅପରାଜିତା ପୂଜା ସହିତ ବିସର୍ଜନ ପୂଜା ଅନୁଷ୍ଠିତ ହୋଇଥିଲା । ସମୂହ ପୁଷ୍ପାଞ୍ଜଳି ସହିତ ମା’ର୍ଙ୍କ ବିସର୍ଜନ ପୂଜା ସମାପନ ହୋଇଥିଲା । ଆଜି ମା’ଙ୍କୁ ହଂସୁଆ ନଦୀରେ ମେଲାଣି ଦିଆଯାଇଛି ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
2


