ARTICLE AD BOX
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମନିଲାରେ ଅନୁଷ୍ଠିତ ୨୩ତମ ଭାରତ-ଆସିଆନ୍ ଶିଖର ସମ୍ମିଳନୀ ଏବଂ ୨୧ତମ ପୂର୍ବ ଏସିଆ ଶିଖର ସମ୍ମିଳନୀ ଅବସରରେ ବିଶ୍ବର ବଡ଼ବଡ଼ ନେତାଙ୍କୁ ଭେଟିଛନ୍ତି। ଏହି ଅବସରରେ ସେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।
ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀAdvertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

11 minutes ago
1


