ମିଠା ଦୋକାନରେ ଅଗ୍ନିକାଣ୍ଡ

40 minutes ago 1
ARTICLE AD BOX

ଛତ୍ରପୁରରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରୁ ୧୧ଟା ମଧ୍ୟରେ ଛତ୍ରପୁର ମେନ୍‌ ରୋଡ୍‌ସ୍ଥିତ ରାଜସ୍ଥାନ ମିଠା ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ପ୍ରାଥମିକ ଭାବେ ଫ୍ରିଜର୍‌ରେ ସର୍ଟସର୍କିଟ୍‌ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ନିଆଁରେ ଦୋକାନ ଭିତରେ ଥିବା ବିଭିନ୍ନ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ ଦୋକାନୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଛି।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.