ମିଲେଟ୍‌ ଆଧାରିତ କୃଷି ପରିବର୍ତ୍ତନ ଲାଗି ଜାତୀୟ ରୂପରେଖ

2 days ago 4
ARTICLE AD BOX

ଭୁବନେଶ୍ୱରରେ କୃଷି-ଜୈବ ବିବିଧତା ସଂରକ୍ଷଣ, ଜଳବାୟୁ ଅନୁକୂଳ କୃଷି ଏବଂ ଦୀର୍ଘସ୍ଥାୟୀ ଖାଦ୍ୟ ପ୍ରଣାଳୀ ଉପରେ ଦୁଇ ଦିନିଆ ଜାତୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ବ୍ରଜ ମୋହନ ରାମ, ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଡିଏଆରଇ ସଚିବ ତଥା ଆଇସିଏଆର ମହାନିର୍ଦ୍ଦେଶକ ଡକ୍ଟର ଏମ.ଏଲ୍‌ ଜାଟ୍‌, ଏମ.ଏସ. ସ୍ୱାମୀନାଥନ ଗବେଷଣା ପ୍ରତିଷ୍ଠାନର ଅଧ୍ୟକ୍ଷା ଡକ୍ଟର ସୌମ୍ୟା ସ୍ୱାମୀନାଥନ, ଓଡ଼ିଶା ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର କମିସନର୍‌ ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବଙ୍କ ସମେତ ବହୁ ବିଶିଷ୍ଟ କୃଷି ବୈଜ୍ଞାନିକ, ନୀତି ନିର୍ଦ୍ଧାରକ ଏବଂ ଅନ୍ୟ ଅଂଶୀଦାରମାନେ ଯୋଗ ଦେଇଥିଲେ।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.