ARTICLE AD BOX
କେନ୍ଦୁଝର ସର୍କିଟ୍ ହାଉସ୍ଠାରେ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଜନସାଧାରଣଙ୍କର ଲମ୍ବା ଲାଇନ୍ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରି ବିଭିନ୍ନ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ସମସ୍ୟାର ସମାଧାନ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

2 hours ago
1


