ARTICLE AD BOX
ଇଷ୍ଟର୍ଣ୍ଣ ମିଡିଆର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ବରସ୍ଥିତ ‘ସମ୍ବାଦ’ର ମୁଖ୍ୟ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଯୁବ ସ୍ବାଭିମାନ ଦିବସ’ ପାଳିତ ହୋଇଯାଇଛି। ଏହି ଅବସରରେ ରକ୍ତଦାନ ସମେତ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
1


