ARTICLE AD BOX
ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁରରେ ଚଳିତ ଅଗଷ୍ଟ ୭, ୮ ଓ ୯ ତାରିଖରେ ରାଜ୍ୟ ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଆୟୋଜନ ହେବ। ଏହାକୁ ସଫଳ, ସୁସଂଗଠିତ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଉପଜିଲ୍ଲାପାଳ ବାସନ୍ତୀ ଲାକ୍ରାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

3 hours ago
1


