ARTICLE AD BOX
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଅବସରରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ରାଜ୍ୟ ଓ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ସେ କହିଛନ୍ତି, ୮୦ତମ ସ୍ବାଧୀନତା ଦିବସରେ ଆଜି ଆଉ ଏକ ପୃଷ୍ଠା ଯୋଡ଼ି ହୋଇଯାଇଛି। ‘ବନ୍ଦେ ମାତରମ୍’କୁ ଉପଯୁକ୍ତ ସମ୍ମାନ ମିଳିଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

3 hours ago
2


