ARTICLE AD BOX
ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ଦିନ କହିଛନ୍ତି, ବଳରାମ ଦାସଙ୍କ ସମାଧି ପୀଠ ଠାରେ ‘ଲକ୍ଷ୍ମୀ ପୁରାଣ କରିଡର’ ନିର୍ମାଣ ହେବ। ଏହା ଦ୍ବାରା ଓଡ଼ିଶାର ଶକ୍ତି, ସଂସ୍କୃତି ଓ ପରମ୍ପରାର ଦର୍ଶନ ବାବଦରେ ବିଶ୍ୱବାସୀ ପରିଚିତ ହେବେ। ମିସନ ଶକ୍ତି ଭବନସ୍ଥିତ ଅଡିଟୋରିଅମ୍ ହଲ୍ରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ‘ଶକ୍ତି ବନ୍ଦନାର ମହାଗାଥା - ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣ’ ଶୀର୍ଷକ ଏକ ଜାତୀୟ ଆଲୋଚନାଚକ୍ରରେ ଉପମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
1

