ARTICLE AD BOX
ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଉପରାଷ୍ଟ୍ରପତିଙ୍କୁ ଲୋକଭବନରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଏକ ସ୍ମୁତି ଚିହ୍ନ ଉପହାର ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

3 hours ago
2


