ARTICLE AD BOX
ଭୁବନେଶ୍ବରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସାଧୀନ ଓରାଂଉଟାନ୍ମାନଙ୍କର ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିବା ପରିଲକ୍ଷିତ ହେଉଛି। ଆଜି ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କର ଶର୍ମା ଓ ପିସିସିଏଫ୍ (ବନ୍ୟପ୍ରାଣୀ) ପି. କେ. ଝା ନନ୍ଦନକାନନ ଗସ୍ତ କରିଛନ୍ତି। ହ୍ୟାଣ୍ଡ ରିୟରିଂ ସେଣ୍ଟରରେ ଚିକିତ୍ସାଧୀନ ଓରାଂଉଟାନ୍ଙ୍କର ସ୍ୱାସ୍ଥ୍ୟ ଓ ସାମଗ୍ରିକ ସ୍ଥିତିର ସମୀକ୍ଷା କରିଛନ୍ତି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

6 hours ago
1


